ମେଷ

0
43
aries

ନୂତନ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । ମନର ସରସତା ଆସିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆୟ ବୃଦ୍ଧିର ସୂଚନା ମିଳୁଛି । ସମ୍ମାନିତ ହେବେ । ଗୁଣଜ୍ଞ ହେବେ । ମନ ପ୍ରସନ୍ନ ରହିବ ।

SHARE
Previous articleRahul Gandhi to Make a Trip to Odisha
Next articleବୃଷ/Taurus

This is Ritu Mohanty. I’m from Bhubaneswar, India. I love writing and specially want to be a Journalist. Currently I’m working as Editor-in-chief in OdishaEnews.com