ମକର / Capricorn

0
23
ମକର / Capricorn

ସାରା ଦିନ ନୂଆ ଊର୍ଜାରେ ଭରି ରହିବେ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଧନ ବୃଦ୍ଧିର ଯୋଗ ରହିଛି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ ଅମ୍ବିକା।