ତୁଳା / Libra

0
17
ତୁଳା / Libra

ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ। ବ୍ୟବସାୟର ସଉଦା ପାଇଁ ଦୂରସ୍ଥାନକୁ ଯାଇପାରନ୍ତି। ଆପଣଙ୍କ ମନୋକାମନା ପୂରା ହେବାର ନଜର ଆସିବ। ବନ୍ଧୁଙ୍କ ସହିତ ସମ୍ବନ୍ଧ ଭଲ ରହିବ। ନୃତ୍ୟ ଓ ସଙ୍ଗୀତରେ ରୁଚି ବଢ଼ିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଶାରଳା।

SHARE
Previous articleକନ୍ୟା / Virgo
Next articleବିଛା / Scorpio

This is Ritu Mohanty. I’m from Bhubaneswar, India. I love writing and specially want to be a Journalist. Currently I’m working as Editor-in-chief in OdishaEnews.com