କନ୍ୟା / Virgo

0
11
କନ୍ୟା / Virgo

ଦିନଟି ସବୁ ଦୃଷ୍ଟିରୁ ଭଲ। ସୌଭଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ। ଆର୍ଥିକ ସ୍ଥିତି ଠିକ୍‌ ରହିବ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଆନନ୍ଦ ଭରା ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

SHARE
Previous articleସିଂହ / Leo
Next articleତୁଳା / Libra

This is Ritu Mohanty. I’m from Bhubaneswar, India. I love writing and specially want to be a Journalist. Currently I’m working as Editor-in-chief in OdishaEnews.com